Jump to content

ମହୀଧର ରଣା

ଉଇକିପିଡ଼ିଆ‌ରୁ
ମହୀଧର ରଣା
ବିଧାୟକ: ୧୫ଶ, ୧୬ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୧୪ – ୨୦୨୪
ପୂର୍ବ ଅଧିକାରୀଭଗବାନ କହଁର
ପର ଅଧିକାରୀକହ୍ନାଇ ଚରଣ ଦଙ୍ଗ
ନିର୍ବାଚନ ମଣ୍ଡଳୀକଣ୍ଟାମାଳ
ବ୍ୟକ୍ତିଗତ ସବିଶେଷ
ଜନ୍ମ (1969-04-05) ୫ ଅପ୍ରେଲ ୧୯୬୯ (ବୟସ ୫୫)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ଜୀବନ ସାଥୀଅଇଁଲା ରଣା
ବାପା/ବୋଉଗର୍ଜନ ରଣା (ବାପା)
ବୃତ୍ତିରାଜନୀତିଜ୍ଞ

ମହୀଧର ରଣା (ଜନ୍ମ: ୫ ଅପ୍ରେଲ ୧୯୬୯) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି । ୨୦୧୪ ଓ ୨୦୧୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କଣ୍ଟାମାଳ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୫ଶ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ମହୀଧର ରଣା ୧୯୬୯ ମସିହାର ଅପ୍ରେଲ ୫ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଗର୍ଜନ ରଣା ଓ ପତ୍ନୀଙ୍କ ନାମ ଅଇଁଲା ରଣା ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ମହୀଧର ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଛନ୍ତି ।[୧] ୨୦୨୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ, ସେ ବିଜେଡିର ପ୍ରାର୍ଥୀ ଭାବରେ କଣ୍ଟାମାଳ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ, ସେ ସମୁଦାୟ ୬୧,୨୦୭ ଖଣ୍ଡ ଭୋଟ୍ ପାଇଥିଲେ ଏବଂ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜନତା ପାର୍ଟିର ପାର୍ଥୀ ମହୀଧର ରଣାଙ୍କୁ ୭,୧୪୯ ଖଣ୍ଡ ଭୋଟ୍‌ରେ ପରାସ୍ତ କରି ୧୭ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୨]

ଆଧାର[ସମ୍ପାଦନା]

  1. ୧.୦ ୧.୧ "Shri Mahidhar Rana". odishaassembly.nic.in. Odisha Assembly. Retrieved 14 April 2021.
  2. "General Election to Assembly Constituencies 2024: Kantamal (Odisha)". Election Commission of India. Retrieved 27 June 2024.

ବାହାର ଆଧାର[ସମ୍ପାଦନା]

  • ଉଇକିମିଡ଼ିଆ କମନ୍ସରେ Mahidhar Rana-ସମ୍ପର୍କିତ ମିଡ଼ିଆ