Jump to content

ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ

ଉଇକିପିଡ଼ିଆ‌ରୁ
ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ
ବିଧାୟକ: ୧୧ଶ, ୧୨ଶ, ୧୩ଶ, ୧୪ଶ, ୧୫ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୯୫ – ୨୦୧୯
ପୂର୍ବ ଅଧିକାରୀବିନାୟକ ମହାପାତ୍ର
ପର ଅଧିକାରୀବିକ୍ରମ କୁମାର ପଣ୍ଡା
ନିର୍ବାଚନ ମଣ୍ଡଳୀବ୍ରହ୍ମପୁର
ବ୍ୟକ୍ତିଗତ ସବିଶେଷ
ଜନ୍ମ (1943-08-20) ୨୦ ଅଗଷ୍ଟ ୧୯୪୩ (ବୟସ ୮୦)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ଜନତା ଦଳ
ଜୀବନ ସାଥୀବିଜୟଲକ୍ଷ୍ମୀ ଚ୍ୟାଉ ପଟ୍ଟନାୟକ
ବାପା/ବୋଉଚିନ୍ତାମଣି ଚ୍ୟାଉ ପଟ୍ଟନାୟକ (ବାପା)
ବୃତ୍ତିରାଜନୀତିଜ୍ଞ

ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ (ଜନ୍ମ: ୨୦ ଅଗଷ୍ଟ ୧୯୪୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ୫ ଥର କାର୍ଯ୍ୟ କରିଛନ୍ତି । ୧୯୯୫, ୨୦୦୦, ୨୦୦୪, ୨୦୦୯ ଓ ୨୦୧୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବ୍ରହ୍ମପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୧ଶ, ୧୨ଶ, ୧୩ଶ, ୧୪ଶ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ଶିକ୍ଷା ଓ ପରିବାର[ସମ୍ପାଦନା]

ରମେଶ ୧୯୪୩ ମସିହାର ଅଗଷ୍ଟ ୨୦ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଚିନ୍ତାମଣି ଚ୍ୟାଉ ପଟ୍ଟନାୟକ ଓ ପତ୍ନୀଙ୍କ ନାମ ବିଜୟଲକ୍ଷ୍ମୀ ଚ୍ୟାଉ ପଟ୍ଟନାୟକ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ରମେଶ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି ଏବଂ ପୂର୍ବରୁ ସେ ଜନତା ଦଳର କର୍ମୀ ଭାବରେ କାର୍ଯ୍ୟ କରିଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ୫ ଥର କାର୍ଯ୍ୟ କରିଛନ୍ତି ।[୧]

୨୦୨୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ, ସେ ବିଜେଡିର ପ୍ରାର୍ଥୀ ଭାବରେ ବ୍ରହ୍ମପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ, ସେ ସମୁଦାୟ ୩୨,୨୮୮ ଖଣ୍ଡ ଭୋଟ୍ ପାଇ ୨ୟ ସ୍ଥାନରେ ଥିଲେ ଏବଂ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ବିଜୁ ଜନତା ଦଳର ପାର୍ଥୀ କେ. ଅନୀଲ କୁମାରଙ୍କ ଠାରୁ ୧୮,୭୦୯ ଖଣ୍ଡ ଭୋଟ୍‌ରେ ପରାସ୍ତ ହୋଇଥିଲେ ।[୨]

ବିଧାନ ସଭା ସଭ୍ୟ ବିବରଣୀ[ସମ୍ପାଦନା]

ଆରମ୍ଭ ଶେଷ ପଦବୀ ନିର୍ବାଚନ ମଣ୍ଡଳୀ ଦଳ
୧୯୯୫ ୨୦୦୦ ସଭ୍ୟ, ୧୧ଶ ଓଡ଼ିଶା ବିଧାନ ସଭା ବ୍ରହ୍ମପୁର ଜନତା ଦଳ
୨୦୦୦ ୨୦୦୪ ସଭ୍ୟ, ୧୨ଶ ଓଡ଼ିଶା ବିଧାନ ସଭା ବ୍ରହ୍ମପୁର ବିଜୁ ଜନତା ଦଳ
୨୦୦୪ ୨୦୦୯ ସଭ୍ୟ, ୧୩ଶ ଓଡ଼ିଶା ବିଧାନ ସଭା ବ୍ରହ୍ମପୁର ବିଜୁ ଜନତା ଦଳ
୨୦୦୯ ୨୦୧୪ ସଭ୍ୟ, ୧୪ଶ ଓଡ଼ିଶା ବିଧାନ ସଭା ବ୍ରହ୍ମପୁର ବିଜୁ ଜନତା ଦଳ
୨୦୧୪ ୨୦୧୯ ସଭ୍ୟ, ୧୫ଶ ଓଡ଼ିଶା ବିଧାନ ସଭା ବ୍ରହ୍ମପୁର ବିଜୁ ଜନତା ଦଳ

ଆଧାର[ସମ୍ପାଦନା]

  1. ୧.୦ ୧.୧ "Shri Ramesh Chandra Chyau Patnaik". odishaassembly.nic.in. Odisha Assembly. Retrieved 15 January 2021.
  2. "General Election to Assembly Constituencies 2024: Berhampur (Odisha)". Election Commission of India. Retrieved 27 June 2024.