Jump to content

ସାମାଜିକ ଆନ୍ଦୋଳନ

ଉଇକିପିଡ଼ିଆ‌ରୁ

ସାମୂହିକ ଭାବେ କିଛି ବ୍ୟକ୍ତିବିଶେଷ ଅଥବା ଅନୁଷ୍ଠାନ ଏକ ମହତ କାର୍ଯ୍ୟ ସମ୍ପାଦନ ଏବଂ ଏହାର ବୃହତ୍ତର ଲକ୍ଷ୍ୟ ପୂରଣ କରିବାକୁ ଏକ ପ୍ରକାର ଉଦ୍ୟମ ବଜାୟ ରଖିବାକୁ ସାମାଜିକ ଆନ୍ଦୋଳନ (ସୋସିଆଲ ମୁଭମେଣ୍ଟ) କୁହାଯାଏ । ଆନ୍ଦୋଳନକୁ ସଂମ୍ପୂର୍ଣ କରିବାର ପ୍ରୟାସ ଏହାର ସଦସ୍ୟମାନଙ୍କଠାରେ ଏକ ପ୍ରକାର ନିଶା ଦେଖାଯାଇଥାଏ । ଦାବିଗୁଡିକ ସମୟୋପଯୋଗୀ ହୋଇଥିଲେ ସାମାଜିକ ଆନ୍ଦୋଳନର ଫଳାଫଳ ପ୍ରାୟତଃ ବାଞ୍ଛନୀୟ ହୋଇଥାଏ ।[୧] ୨୦୧୬ ସମୟରେ ଦେଖାଯାଉଥିବା ସାମାଜିକ ଆନ୍ଦୋଳନଗୁଡିକ ହେଲା ଶ୍ରମିକ ସଙ୍ଗଠନ ଆନ୍ଦୋଳନ [୨], ଓଡ଼ିଆ ଭାଷା ସାହିତ୍ୟ ଆନ୍ଦୋଳନ, ନୟାଗଡ଼ ଚାଷୀ ଆନ୍ଦୋଳନ, ମହାନଦୀ ଜଳ ବଞ୍ଚାଅ ଆନ୍ଦୋଳନ, ଭବିଷ୍ୟତ ପାଇଁ ଖଣି ଓ ପାଣି ଆନ୍ଦୋଳନ ଓ ନାରୀ ନିର୍ଯ୍ୟାତନା ବିରୋଧୀ ଆନ୍ଦୋଳନ ।

ଆଧାର[ସମ୍ପାଦନା]

  1. John Scott,Oxford Dictionary of Sociology,USA
  2. The Samaj Daily Edition 3rd September 2016 Bhubaneswar Ed